ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ASI) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାରର ଆବଶ୍ୟକୀୟ...