ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଶ୍ରୀସମ୍ପତ୍ତିର ସୁରକ୍ଷା ପାଇଁ ପ୍ରଶାସନ ବଦ୍ଧପରିକର ପୁରୀ,୧୮ା୫(ଅଜିତ କୁମାର ମହାନ୍ତି): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ଖୋର୍ଦ୍ଧା ଜିଲା ଜଟଣୀ ତହସିଲ କନ୍ତିଆ ମୌଜାର ବହୁମୂଲ୍ୟ ୧୫ ଏକର ଜମିକୁ ନେଇ ନିର୍ଦ୍ଦିଷ୍ଟ ଏକ ସଂସ୍ଥା…