ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ… ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି। ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା...