shree mandir

ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ।…

7 months ago

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ…

7 months ago

ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ,୨୬ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ…

7 months ago

ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ,୨୩ା୬: ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ପୁରୀ ପୌରସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଶାସନ ପରାମର୍ଶ ଦେଇଛନ୍ତି।…

7 months ago

ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…

ଭୁବନେଶ୍ୱର,୨୦ା୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍‌ ସମୟରେ ମରାମତି ହୋଇ ନ ଥିଲେ…

9 months ago

Shree Mandir: ଶ୍ରୀମନ୍ଦିରରେ ରକ୍ତ ଛିଟା, ଶ୍ରୀଜିଉଙ୍କର ହେବ ମହାସ୍ନାନ

ପୁରୀ,୧୬ା୨: ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ଛିଟା ଦେଖିବାକୁ ମିଳିଥିଲା। ରକ୍ତ ଛିଟା ପଡ଼ିଥିବାର ଦେଖି ଶ୍ରୀଜିଉଙ୍କ ବଡ଼ ମହାସ୍ନାନ ନୀତି ହେବ। ଏବେ ମହାସ୍ନାନ…

11 months ago

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ

ପୁରୀ,୧୯ା୧: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ପୁଣି ଭାଇରାଲ ହୋଇଛି। ଗରୁଡ଼ ସ୍ତମ୍ଭ ପାଖରୁ ଗର୍ଭ ଗୃହର ଫଟୋ ଏବଂ କୀର୍ତ୍ତନ ଚକଡ଼ାର ଫଟୋ ଉଠାଯାଇ ସୋସିଆଲ ମିଡିଆରେ…

1 year ago

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର…

1 year ago

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ…

1 year ago

ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…

ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍‌ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ,…

1 year ago

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ…

1 year ago

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…

1 year ago