Tag Archives: shreyas iyer

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତଥାପି, ଟିମ୍ ଇଣ୍ଡିଆର ପରବର୍ତ୍ତୀ ଗୁରୁତ୍ୱପୂର୍ଣ୍ଣ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୨୧ ରନ କରିଥିଲା।…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା ଅନୁଯାୟୀ ହୋଇନାହିଁ । ଆୟରଙ୍କ ନେତୃତ୍ୱରେ, ଟିମ୍ ଇଣ୍ଡିଆ ସାତଟି ଟି-୨୦ ମ୍ୟାଚ୍…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ ହରାଇବା ପରେ ଦଳକୁ ଫେରିଥିଲେ। ତଥାପି, ଏହି ମ୍ୟାଚରେ ମଧ୍ୟ ଭାରତ ପରାଜୟ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର କରିଛନ୍ତି। ଚତୁର୍ଥ T20 ମ୍ୟାଚ ସମେତ ଇଂଲଣ୍ଡଠାରୁ ସିରିଜ ହାରିବା ପରେ –…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର ଆସିଲେ। ବିଶ୍ୱକପ ପରେ, ଆୟରଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା, ଏବଂ ହଠାf, ଟିମ…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ ଭାବରେ ତାଙ୍କର କାର୍ଯ୍ୟକାଳ ଏକ ବିପର୍ଯ୍ୟୟପୂର୍ଣ୍ଣ ଆରମ୍ଭ ହୋଇଥିଲା। ଆୟରଲ୍ୟାଣ୍ଡରେ ଦୁଇ ମ୍ୟାଚ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର ଫର୍ମରେ ଥିବା ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଗୋଟିଏ ହେଲେ ମଧ୍ୟ ମ୍ୟାଚ୍‌ରେ…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ ମ୍ୟାଚ ହାରିବା ପରେ, ଭାରତ ଦ୍ୱିତୀୟ ମ୍ୟାଚରେ ପୁନରାଗମନ କରି ବିଜୟ ହାସଲ…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ ଯାଉଛି। ଅଧିନାୟକ ଭାବେ ଏହା ଶ୍ରେୟସଙ୍କ ଡେବ୍ୟୁ ମ୍ୟାଚ୍‌। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା ନେଇଛନ୍ତି। ଏହି ଆପାର୍ଟମେଣ୍ଟର ପ୍ରାରମ୍ଭିକ ମାସିକ ଭଡା 18.50 ଲକ୍ଷ। ’ଇନସ୍ପେକ୍ଟର ଜେନେରାଲ…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା ଇଂଲଣ୍ଡ ବିପକ୍ଷରେ ଶ୍ରେୟସ ଆୟର ଭାରତୀୟ ଦଳର ଦାୟିତ୍ୱ ଗ୍ରହଣ କରିବେ। କିନ୍ତୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?