Tag Archives: shreyas iyer

ଶ୍ରେୟସ ଆୟର: IPLରେ ସୁବର୍ଣ୍ଣ ଇତିହାସ ଦୋହରାଇବାରେ ବିଫଳ, କିନ୍ତୁ ଟିମ୍ ଇଣ୍ଡିଆର ଅଧିନାୟକତ୍ୱ ପାଇଁ ଖୋଲିଲା ପଥ

ମୁମ୍ବାଇ,୪।୬: ଭାରତୀୟ କ୍ରିକେଟରେ ଶ୍ରେୟସ ଆୟରଙ୍କ ନାମ ଏକ ଉଜ୍ଜ୍ୱଳ ତାରକା ଭାବେ ଉଭା ହୋଇଛି। ଆଇପିଏଲ୍ (IPL) ୨୦୨୫ରେ ‘ପଞ୍ଜାବ କିଙ୍ଗସ’କୁ ନେତୃତ୍ୱ ଦେଇ ସେ ପୁଣି ଥରେ ନିଜର ନେତୃତ୍ୱ ଦକ୍ଷତା ପ୍ରମାଣ କରିବାକୁ ଚେଷ୍ଟା କରିଥିଲେ। ୨୦୨୪ରେ…

IPL ଟ୍ରଫି ଜିତିଲେ ଶ୍ରେୟସ ଆୟରଙ୍କ ଏତେ ବଢିଯିବ ଆୟ! ନେଟୱର୍ଥ ଜାଣିଲେ ତାଜୁବ ହେବ…

ମୁମ୍ବାଇ,୩।୬: ଭାରତୀୟ କ୍ରିକେଟର ତଥା ପଞ୍ଜାବ କିଙ୍ଗସର ଅଧିନାୟକ ଶ୍ରେୟସ ଆୟର କେବଳ ମଇଦାନରେ ନୁହେଁ, ନେଟ୍‌ଓ୍ବର୍ଥରେ ମଧ୍ୟ ଶୀର୍ଷରେ ଅଛନ୍ତି। ୩୦ ବର୍ଷ ବୟସରେ ଶ୍ରେୟସଙ୍କ ନେଟୱର୍ଥ ପ୍ରାୟ ୬୫ କୋଟି ଟଙ୍କା ବୋଲି ଆକଳନ କରାଯାଇଛି। ଆଇପିଏଲ ୨୦୨୫ରେ…

IPLରେ ଐତିହାସିକ ରେକର୍ଡ କଲେ ଶ୍ରେୟସ ଆୟର: ଏକମାତ୍ର ଖେଳାଳି ଭାବେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୨।୬: IPL-2025 ରେ କ୍ୱାଲିଫାୟର-୨ ଖେଳାଯାଇଥିଲା। ଏଥିରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଉଇକେଟରେ ପରାସ୍ତ କରିଥିଲା। ପଞ୍ଜାବ ଦ୍ୱିତୀୟ ଥର ପାଇଁ ଫାଇନାଲରେ ପହଞ୍ଚିଛି। ପୂର୍ବରୁ ୨୦୧୪ ମସିହାରେ ଦଳ ଟାଇଟଲ ମ୍ୟାଚ ଖେଳିଥିଲା। ଏହି ସିଜିନର ଶେଷ…

IPL 2025:ଶ୍ରେୟସ ଆୟରଙ୍କ ଉପରେ ବଡ଼ ଆକ୍ସନ ନେଲା BCCI, ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨।୬: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ, ପଞ୍ଜାବ କିଙ୍ଗ୍ସ ଦ୍ୱିତୀୟ କ୍ୱାଲିଫାୟରରେ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ୱିକେଟରେ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଦଳ ୨୦୩ ରନ କରିଥିଲା। ଆୟରଙ୍କ ଅଧିନାୟକତ୍ୱ ଇନିଂସ ସହାୟତାରେ, ପଞ୍ଜାବ କୌଣସି…

ଭାଙ୍ଗି ପଡ଼ିଲେ ପଞ୍ଜାବ ମାଲିକାଣୀ: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୩୦।୫: IPL କ୍ୱାଲିଫାୟର-୧ରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୮ ଉଇକେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ମ୍ୟାଚରେ ପଞ୍ଜାବର ପ୍ରଦର୍ଶନ ନିରାଶାଜନକ ଥିଲା। ଏହାଦେଖି ଦଳର ସହ-ମାଲିକ ପ୍ରୀତି ଜିଣ୍ଟା ବହୁତ ନିରାଶ ହୋଇଥିଲେ। ତାଙ୍କର…

ଇତିହାସ ରଚିଲେ ଶ୍ରେୟସ ଆୟର: ପ୍ରଥମ ଅଧିନାୟକ ଭାବେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୧୯।୫: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ପଞ୍ଜାବ କିଙ୍ଗସ ଦଳ ଆଇପିଏଲ 2025 ପ୍ଲେଅଫରେ ନିଜର ସ୍ଥାନ ନିଶ୍ଚିତ କରିଛି। ଗତବର୍ଷ ଆୟର ତାଙ୍କ ଅଧିନାୟକତ୍ୱରେ KKRକୁ ଚାମ୍ପିଅନ କରିଥିଲେ। ଏଥର ସେ ପଞ୍ଜାବ କିଙ୍ଗ୍ସର ନେତୃତ୍ୱ ନେଉଛନ୍ତି। ପଞ୍ଜାବ କିଙ୍ଗସ ରାଜସ୍ଥାନ…

Video: ପଞ୍ଜାବ ବିପକ୍ଷରେ ବିଜୟ ପରେ ଶ୍ରେୟସ ଆୟାରଙ୍କୁ ଉପହାସ କଲେ ବିରାଟ କୋହଲି

ନୂଆଦିଲ୍ଲୀ, ୨୦।୪: ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମୁଲ୍ଲାନପୁରରେ ପଞ୍ଜାବ କିଙ୍ଗସ (ପିବିକେଏସ)କୁ ୭ ୱିକେଟରେ ପରାସ୍ତ କରିଛି। ଜିତେଶ ଶର୍ମାଙ୍କର ମ୍ୟାଚ୍ ବିଜୟୀ ଛକା ପରେ, ବିରାଟ କୋହଲିଙ୍କର ପିବିକେଏସ ଅଧିନାୟକ ଶ୍ରେୟସ ଆୟାରଙ୍କ ପ୍ରତି ଉତ୍ସାହପୂର୍ଣ୍ଣ ପ୍ରତିକ୍ରିୟା ତୁରନ୍ତ…

ଚାମ୍ପିଅନ୍ସ ଟ୍ରଫି ୨୦୨୫ ଅଭ୍ୟାସ ସେସନ୍ ପରେ “କାନ୍ଦିଥିଲେ” ଶ୍ରେୟସ ଆୟର, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୮।୪: ପଞ୍ଜାବ କିଙ୍ଗସର ଅଧିନାୟକ ଶ୍ରେୟସ ଆୟର ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ୍ ଇଣ୍ଡିଆର ପ୍ରଥମ ଅଭ୍ୟାସ ସେସନ୍ ପରେ କାନ୍ଦିଥିଲେ। ନିକଟରେ ଏକ ସାକ୍ଷାତକାରରେ ସେ ଏହା ପ୍ରକାଶ କରିଛନ୍ତି। ଏହି ଟୁର୍ନାମେଣ୍ଟରେ ସେ ଭାରତର ସର୍ବାଧିକ ସ୍କୋରର…

ମହଙ୍ଗା ପଡ଼ିଲା ବିସିସିଆଇର ନିର୍ଦ୍ଦେଶ ଅଣଦେଖା, ବାର୍ଷିକ ଚୁକ୍ତିରୁ ବାଦ ପଡିଲେ ଶ୍ରେୟାସ-ଈଶାନ

ମୁମ୍ବାଇ,୨୮ା୨: ବିସିସିଆଇ ବୁଧବାର ପୁରୁଷ ଦଳର ଖେଳାଳି ମାନଙ୍କର ବାର୍ଷିକ ଚୁକ୍ତି ତାଲିକା ପ୍ରକାଶ କରିଛି। ଯେଉଁଥିରୁ ବାଦ ପଡିଛନ୍ତି ଇଶାନ୍ କିଶାନ୍ ଏବଂ ଶ୍ରେୟାସ୍ ଆୟର। ଦୁହେଁ ଗତବର୍ଷ ଦିନିକିଆ ବିଶ୍ୱକପ ଦଳରେ ଥିଲେ ମଧ୍ୟ ସେମାନଙ୍କୁ କେନ୍ଦ୍ରୀୟ ଚୁକ୍ତିରୁ…

ସବୁକିଛି ମୋ ନିୟନ୍ତ୍ରଣରେ ନାହିଁ… ଟି-୨୦ରୁ ବାଦ୍‌ ପଡ଼ିବା ପରେ ମୁହଁ ଖୋଲିଲେ ଆୟର

ନୂଆଦିଲ୍ଲୀ,୧୬।୧୨: ଟିମ ଇଣ୍ଡିଆର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟର ବର୍ତ୍ତମାନ ଟି-୨୦ ଦଳର ଅଂଶ ନାହଁାନ୍ତି। କୁହାଯାଉଛି ଯେ, ଆୟର ୨୦୨୪ ଟି-୨୦ ବିଶ୍ୱକପରେ ଖେଳୁଥିବା ଦେଖାଯିବ ନାହିଁ। ସେ ବର୍ତ୍ତମାନ ଇଂଲଣ୍ଡ ଟେଷ୍ଟ ସିରିଜ ପ୍ରସ୍ତୁତି ପାଇଁ ରଣଜୀ…

ଶ୍ରେୟସ ଆୟରଙ୍କ ଖୁଲମଖୁଲା ପ୍ରେମ, କିଏ ସେହି ମିଷ୍ଟ୍ରିଏସ ଗାର୍ଲ?

ନୂଆଦିଲ୍ଲୀ,୧୮।୧୧: ୨୦୨୩ ବିଶ୍ୱକପରେ ଧୂଆଁଧାର ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ଫାଇନାଲରେ ପହଞ୍ଚିଛି। ବିରାଟ କୋହଲି, ରୋହିତ ଶର୍ମା, ମହମ୍ମଦ ଶାମିଙ୍କ ପରି ଶ୍ରେୟସ ଆୟର ମଧ୍ୟ ତାଙ୍କ ଜବରଦସ୍ତ ଫର୍ମକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତେବେ ନିକଟରେ ଶତକର ସର୍ଦ୍ଦାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri