ରିଷିଡ଼ାରେ ଧୂମ୍ଧାମ୍ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ ନେଇ ସମଗ୍ର ବିଦ୍ୟାଳୟ ପରିସରରେ ଆଧ୍ୟାତ୍ମିକ ତଥା ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା।…