ଚନ୍ଦ୍ରଗ୍ରହଣ: ଏହି ସମୟରୁ ପାକ ତ୍ୟାଗ, ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ପୁରୀ,୨।୯: ଆସନ୍ତା ୭ ସେପ୍ଟେମ୍ବର ରବିବାର ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର ହୋଇଛି। ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରହଣ ନୀତି ଅନୁଯାୟୀ, ରବିବାର ମଧ୍ୟାହ୍ନ ୧୨ଟା ୫୭ ମିନିଟ୍ରୁ ପାକ ତ୍ୟାଗ କରାଯିବ ଏବଂ…