Shrimandira Chhatish Niyog

ଚନ୍ଦ୍ରଗ୍ରହଣ: ଏହି ସମୟରୁ ପାକ ତ୍ୟାଗ, ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି

ପୁରୀ,୨।୯: ଆସନ୍ତା ୭ ସେପ୍ଟେମ୍ବର ରବିବାର ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର ହୋଇଛି। ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରହଣ ନୀତି…

3 months ago