ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ… ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ ବିତାଇବା ପରେ ପୃଥିବୀକୁ ଫେରିବାକୁ ଯାଉଛନ୍ତି। ତାଙ୍କର ପ୍ରତ୍ୟାବର୍ତ୍ତନ ଆକ୍ସିଅମ-୪ ମିଶନ ମାଧ୍ୟମରେ ଆରମ୍ଭ…