Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍ ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୁ ସାମସନଙ୍କୁ ମନୋନୀତ କରାଯାଇଛି। ରିପୋର୍ଟ ଅନୁଯାୟୀ,...