ଶୁବମନ ଗିଲଙ୍କ ଉପରେ ଖୁବ ବର୍ଷିଲେ ପ୍ରଶଂସକ, ହେଲେ କାହିଁକି? ଜାଣନ୍ତୁ
ନୂଆଦିଲ୍ଲୀ,୧୮।୧୦: ଉଲ୍ଲେଖନୀୟ ଯେ, ଭାରତର ଦିନିକିଆ (ODI) ଏବଂ ଟେଷ୍ଟ ଦଳ ଖୁବ ଶୀଘ୍ର ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବେ। ଶୁବମନ ଗିଲ ଉଭୟ ଦଳର ନେତୃତ୍ୱ ନେବେ; ତେବେ ସେ ଶେଷ ଦୁଇଟି ଦିନିକିଆ ମ୍ୟାଚରେ ଉପସ୍ଥିତ ରହିବେ ନାହିଁ ଏବଂ…
ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ୫ ଖେଳାଳିଙ୍କ ଖର୍ଚ୍ଚ ବହନ କରିବେ ଶୁବମନ ଗିଲ; କାରଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୧୭।୧୦: ଭାରତର ଦିନିକିଆ (ODI) ଏବଂ ଟେଷ୍ଟ ଦଳର ଅଧିନାୟକ ଶୁବମନ ଗିଲ, ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ଏପରି କିଛି କରିବାକୁ ଯାଉଛନ୍ତି ଯାହା ବୋଧହୁଏ ପୂର୍ବରୁ ଅନ୍ୟ କୌଣସି ଭାରତୀୟ ଅଧିନାୟକ କରିନାହାନ୍ତି: ସେ ନିଜ ଖର୍ଚ୍ଚରେ ପାଞ୍ଚ ଜଣ ଖେଳାଳିଙ୍କ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ ସେମାନଙ୍କ ଅଂଶଗ୍ରହଣ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଥାଏ। ଏହି ଆଶଙ୍କା ବା ଚର୍ଚ୍ଚା…
ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା କ୍ରିକେଟ୍ ଷ୍ଟାଡିୟମରେ ସେ ଇତିହାସ ରଚିଛନ୍ତି । ସେ ଦିନିକିଆ କ୍ରିକେଟ୍ରେ ଦ୍ରୁତତମ…
‘ବିରାଟ-ରୋହିତଙ୍କୁ ପାଇ ଶୁଭମନ ଗିଲ ଭାଗ୍ୟଶାଳୀ’, ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ କଥା
ନୂଆଦିଲ୍ଲୀ,୨୪।୯: ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତରେ, ଶୁଭମନ ଗିଲ ଦିନିକିଆ କ୍ରିକେଟରେ ଜଣେ ଅଧିନାୟକ ଭାବେ ଭଲ ପ୍ରଦର୍ଶନ କରିବେ। ଯଦିଓ ଏହି ଫର୍ମାଟରେ ତାଙ୍କ ଅଧିନାୟକତ୍ୱର ଆରମ୍ଭ ସେତେଟା ସହଜ ରହିନାହିଁ। ଅଧିନାୟକ ଭାବେ ଗିଲ…
ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍ଙ୍କ ସ୍ଥାନ ନେବେ…
ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ତଥାପି, ଟିମ୍ ଇଣ୍ଡିଆର ପରବର୍ତ୍ତୀ ଗୁରୁତ୍ୱପୂର୍ଣ୍ଣ…
Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’
ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ ବଡ଼ ଷ୍ଟାର ପାଇଯାଇଛି, କିନ୍ତୁ ଭାଗ୍ୟ ଶୀଘ୍ର ପରିବର୍ତ୍ତନ ହୋଇପାରେ। ଶ’ ଲାଇମଲାଇଟରୁ…
Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…
ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ – ସେପ୍ଟେମ୍ବର ୮, ୧୯୯୯ ରେ ଜନ୍ମଗ୍ରହଣ କରିଥିଲେ। ପଞ୍ଜାବରେ ଜନ୍ମଗ୍ରହଣ କରିଥିବା ଶୁବମନ…
IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବୋଲିଂ କରିବ। ଏହି ଅଭ୍ୟାସ ମ୍ୟାଚର ପ୍ରଥମ ଦିନରେ ଶୁବମନ ଗିଲ ଖେଳିବେ…
ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…
ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ ବ୍ଲୁ’ ଅଗଷ୍ଟ ୭ ରୁ ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଏକ ତିନି ଦିନିଆ…
ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର
ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ ରୟାଲ ବକ୍ସରୁ ଏକ ମ୍ୟାଚ ଦେଖୁଥିବାର ଦେଖାଯାଇଥିଲା। ସାରା ତେନ୍ଦୁଲକର ଯାହାଙ୍କ ସହ…
ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍ କରି ପଛରେ ପକାଇଲେ…
ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ ଏହି ୨୫ ଓଭର ମ୍ୟାଚ ରେ ଶୁବମନ ଗିଲ ୬୬ ବଲ ରୁ…

