ରାଜ୍ୟରେ ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ଫିଙ୍ଗି ଦିଆଯିବ: ଶୁଭେନ୍ଦୁ ଅଧିକାରୀ କୋଲକାତା, ୧୨।୩: ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଜିତିଲେ ମୁସଲମାନ ବିଧାୟକଙ୍କୁ ବିଧାନସଭାରୁ ବାହାରକୁ ଫିଙ୍ଗି ଦିଆଯିବ ବୋଲି ସେ କହିଛନ୍ତି। ପଶ୍ଚିମବଙ୍ଗ...