ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….
ବଲିଉଡ୍ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ଏକ ଭିଡିଓ ବାର୍ତ୍ତାରେ ତାଙ୍କ ଭାଇଙ୍କ ପୋଷ୍ଟମର୍ଟମକୁ ନେଇ…

