ପ୍ୟାରିସ ବିଶ୍ଵ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଟଲର ଭଗିନୀ ଋତୁପର୍ଣ୍ଣା, ଶ୍ୱେତପର୍ଣ୍ଣା ଭୁବନେଶ୍ୱର,୧୮।୮: ଓଡ଼ିଶାର ପ୍ରଥମ ଭଗିନୀ ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ଓ ଶ୍ୱେତପର୍ଣ୍ଣା ପଣ୍ଡା ଅଗଷ୍ଟ ୨୫ରୁ ୩୧ ତାରିଖ ମଧ୍ୟରେ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ...