ହଠାତ୍ ମାଡ଼ି ଆସିଲା ସମୁଦ୍ର; ବୁଡିଗଲା… ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକର ଶିଆଳି ବେଳାଭୂମିରେ ସମୁଦ୍ର ତା’ର ଉଗ୍ର ରୂପ ଦେଖାଇଛି। ଶନିବାର ସମୁଦ୍ରର ଉଚ୍ଚ ଜୁଆର କୂଳ ଲଙ୍ଘି ପ୍ରାୟ ୨୦୦ ମିଟର ଅଞ୍ଚଳକୁ ବୁଡ଼ାଇ ଦେଇଛି। ଏହି ଘଟଣାରେ ବେଳାଭୂମି ନିକଟରେ ଥିବା...