Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା ୨.୫୪ ଲକ୍ଷରେ ପହଞ୍ଚିଥିଲା, କିନ୍ତୁ ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ କିଲୋ ପିଛା...