ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର ପୁରୀ,୧୪ା୧୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ,...