ଭୁବନେଶ୍ୱର,୧୬ା୮: ରାଜଧାନୀ ଭୁବନେଶ୍ବରରେ ୭ଟି ସିମ୍ ବକ୍ସ ଠାବ କରାଯାଇଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଏକ ସନ୍ଦିଗ୍ଧ ଘରୁ ଏହାକୁ ଠାବ କରାଯାଇଛି। ସ୍ପେଶାଲ ସ୍କ୍ବାଡ ଓ…