Tag Archives: similipal

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ ପଡୁଛି। ଏଥିସହ ଅସହ୍ୟ ଶୀତରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସନ୍ଧ୍ୟା ପୂର୍ବରୁ…

ଶିମିଳିପାଳ ପାଇଁ ଖୁସି ଖବର: ବାଘୁଣୀ ଜୀନତ ଗର୍ଭବତୀ

ମୟୁରଭଞ୍ଜ,୨୦ା୮: ମହାରାଷ୍ଟ୍ରର ତାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି। ଜୀନତ, ଯିଏ ମୁକ୍ତ ହେବା ପରେ ଶିମିଳିପାଳର କର ଅଞ୍ଚଳରେ…

ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ ମିଶି ପାଟ୍ରୋଲିଂ କରିବା ସହିତ ଫୋର୍ସ ରେଡ୍‌ କରିବେ ବୋଲି ସୂଚନା ଦେଇଛନ୍ତି ମୟୂରଭଞ୍ଜ…

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା ଆଶା କରାଯାଉଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ର ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗ…

ଶିକାରୀଙ୍କୁ ଧରୁଛି ଏଆଇ କ୍ୟାମେରା, ପାଞ୍ଚ ଜଣଙ୍କୁ ବାନ୍ଧିଲା ବନ ବିଭାଗ

ଶିମିଳିପାଳ,୨୮।୮: ସରକାରଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଶିକାରୀ। ବୁଧବାର ବନ ବିଭାଗ ଦ୍ୱାରା ପାଞ୍ଚ ଜଣଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସାଉଥ ୱାଇଲ୍ଡ ଲାଇଫ ରେଞ୍ଜରେ ଲାଗିଥିବା…

ସିମିଳିପାଳ ଜଙ୍ଗଲରେ ସଜାଗ AI କ୍ୟାମେରା, କ୍ଷଣକେ ଧରାପଡୁଛନ୍ତି ଅନୁପ୍ରବେଶକାରୀ

ସିମିଳିପାଳ,୨୨ା୫: ସରକାରଙ୍କ ଦ୍ୱାରା ସିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଅନୁପ୍ରବେଶକାରୀ। ଖବର ଅନୁଯାୟୀ, ଭାରତୀୟ ବନ ସେବା ଅଧିକାରୀ ସୁସାନ୍ତ ନନ୍ଦ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରି ଫଟୋରେ ଉଲ୍ଲେଖ…

ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ

ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍‌ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?