ଥୁଆମୂଳ ରାମପୁର,୨୩ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଜୀବନରେଖା କୁହାଯାଉଥିବା ସିଙ୍ଗାରି ଘାଟି ରାସ୍ତାର ଅବସ୍ଥା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। କଲମପୁର ଛକଠାରୁ…