ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ…. ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ ଶୋକର ଛାୟା ଖେଳିଯାଇଥିଲା। IPL ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଆଶା…