କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍ରେ ଦେହାନ୍ତ କଟକ,୧୫ା୨: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…