SIR in UP

ୟୁପି ଭୋଟର ତାଲିକାରେ ବଡ଼ ପରିବର୍ତ୍ତନ: କଟିଗଲା ୨.୮୯ କୋଟି ଜଣଙ୍କ ନାମ

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶରେ କଟିଗଲା ୨.୮୯ କୋଟି ଭୋଟରଙ୍କ ନାମ। ନିର୍ବାଚନ କମିଶନରଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟା ପରେ ଏସବୁ ନାମ…

5 days ago