ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସିଏସ୍କେ ବିପକ୍ଷରେ ଦମଦାର ବୋଲିଂ କରିବା ସହ ଜାଡେଜାଙ୍କର…