Tag Archives: SIR

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର ତାଲିକାର ଚିଠା ପ୍ରସ୍ତାବ ପ୍ରକାଶ ପାଇଛି। ତେବେ ରାଜ୍ୟରେ ପ୍ରତିବର୍ଷ ବିଭିନ୍ନ କାରଣରୁ…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା ଆଦି କାର୍ଯ୍ୟ ପାଇଁ ହଜାର ହଜାର ଟଙ୍କା ପାରିଶ୍ରମିକ ଦେଇ ବିଏଲଓମାନଙ୍କୁ ନିଯୁକ୍ତି…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ବାସଭବନକୁ ଯାଇ ଜନଗଣନା ଫର୍ମ ପ୍ରଦାନ କରିଥିଲେ। ଜିଲାପାଳ ତାକୁ ଗ୍ରହଣ କରିବା…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ ନ କରିବାକୁ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି।…

ପଶ୍ଚିମବଙ୍ଗରେ ୯୨.୮ ପ୍ରତିଶତ ଭୋଟ ଗ୍ରହଣ ପଛର ଗଣିତ ବୁଝନ୍ତୁ, ୯୦.୮ ପ୍ରତିଶତ ଜନତାଙ୍କ ନାମ ହଟିବା ପରେ ବଦଳିଗଲା ସମୀକରଣ

କୋଲକାତା,୨୪।୪: ବଙ୍ଗଳା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୯୨.୮୯ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଥିଲା – ଯାହା 2021 ତୁଳନାରେ ୧୦.୫ ପ୍ରତିଶତ ବୃଦ୍ଧି। ଏହି ସଂଖ୍ୟାକୁ ଗଣତନ୍ତ୍ର ପାଇଁ ଏକ ବଡ଼ ବିଜୟ ଭାବରେ ସ୍ବାଗତ କରାଯାଉଛି, କିନ୍ତୁ…

ନିର୍ବାଚନ ହେବ, କିନ୍ତୁ ସେମାନେ ଭୋଟ ଦେଇପାରିବେ ନାହିଁ… ବଙ୍ଗଳାରେ ଭୋଟର ତାଲିକାରୁ ୬୫ ଜଣ ନିର୍ବାଚନ ଅଧିକାରୀଙ୍କ ନାମ ବାଦ ପଡ଼ିଲା

କୋଲକାତା,୨୪।୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(SIR)କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ୬୫ ଜଣ ଅଧିକାରୀଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯାଇଛି। ଏଥିରେ କ୍ଷୁବ୍ଧ ହୋଇ ଏହି ଅଧିକାରୀମାନେ ଶୁକ୍ରବାର ସୁପ୍ରିମକୋର୍ଟରେ…

ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୩ା୪(ପି.ଟି.): ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ବିରୋଧ କରି ଦାଏର ଅନେକ ପିଟିଶନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀଙ୍କ…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି। ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR) ସମ୍ପର୍କିତ ଭୟ ଏବଂ ଚିନ୍ତା ଯୋଗୁ ପଶ୍ଚିମବଙ୍ଗରେ ୧୦୭ ଜଣଙ୍କର ମୃତ୍ୟୁ ହୋଇଛି।…

ସୁପ୍ରିମକୋର୍ଟରେ SIR ଶୁଣାଣି, ମମତା କହିଲେ ପଶ୍ଚିମବଙ୍ଗ ପ୍ରତି ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୪।୨: ସୁପ୍ରିମକୋର୍ଟ ପଶ୍ଚିମବଙ୍ଗରେ ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR) ମାମଲାର ଶୁଣାଣି କରିଛନ୍ତି। ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ ଥିଲେ। ମମତା ବାନାର୍ଜୀ କହିବା ପାଇଁ ଅନୁମତି ମାଗି ପଚାରିଲେ, ମୁଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri