ଶୀତଳଷଷ୍ଠୀରେ କନ୍ୟାଦାନ କରିବେ ଦେବାଶିଷ, ଶ୍ୱଶୁରଘର ପରିବାର ଓ ଧର୍ମପତ୍ନୀ ରୀତିମୁକ୍ତାଙ୍କ ସହ ପ୍ରସ୍ତୁତିରେ ସାମିଲ ସମ୍ବଲପୁର,୯ା୬(ଭବାନୀ ଶଙ୍କର ଭୋଇ): କ୍ରିକେଟ ଦୁନିଆରେ ସୁଇଙ୍ଗ ବୋଲିଂ ପାଇଁ ଦେଶ ବିଦେଶରେ ନିଜର ସ୍ବତନ୍ତ୍ର ପରିଚୟ ରଖିଥିବା ଦେବାଶିଷ ମହାନ୍ତି ଏବେ ପାର୍ବତୀଙ୍କ ପିତାଭାବେ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ଗତ ଅକ୍ଷୟତୃତୀୟାରେ ଝାଡୁଆପଡାର ଲୋକନାଥ ବାବାଙ୍କ ମନ୍ଦିରରେ ପାର୍ବତୀଙ୍କୁ...