ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱର ୧୬ ଏବଂ ଦକ୍ଷିଣ ପାର୍ଶ୍ୱର ୮ଟି ମିଶି ମୋଟ ୨୪ଟି ସ୍କୁଇସ…

