ସର୍ବସାଧାରଣରେ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼ ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ କରିଛି। ଘଟଣାସ୍ଥଳରେ ଥିବା ପ୍ରତ୍ୟେକ୍ଷ ଦର୍ଶୀ କହିଛନ୍ତି ଯେ, ରବର୍ଟଙ୍କ ଉପରକୁ ଏକାଧିକ...