ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ ସ୍ଲୁଇସ୍ ଗେଟ୍ ବନ୍ଦ ସମ୍ବଲପୁର,୧୩ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍ ଗେଟ୍କୁ ରବିବାର ବନ୍ଦ କରାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ରବିବାର ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ପୂର୍ବାହ୍ନ ୧୧ଟାରେ ଆଉ…