ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି। ସହରର ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବ ଲୋକଙ୍କ କୁଡ଼ିଆ ଘର, ଠେଲାକୁ ପ୍ରଥମେ…