ସ୍ମାର୍ଟଫୋନ ବଜାରରେ ଏଆଇ କ୍ରେଜ୍, ସାମ୍ନାକୁ ଆସିଲା ଚମକାଇବା ଭଳି ତଥ୍ୟ ନୂଆଦିଲ୍ଲୀ,୧୪।୭: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) ଏବେ କେବଳ ସ୍ମାର୍ଟଫୋନର ଏକ ଫିଚର୍ ହୋଇ ରହିନାହିଁ ବରଂ ଏହା ଭାରତୀୟ ଗ୍ରାହକଙ୍କ କିଣିବା ନିଷ୍ପତ୍ତିକୁ ମଧ୍ୟ ପ୍ରଭାବିତ କରୁଛି। ଏଆଇର ବ୍ୟବହାର ଯେତିକି ବୃଦ୍ଧି ପାଉଛି, ଗ୍ରାହକମାନେ ସେହି ମାତ୍ରାରେ ଡାଟା(ତଥ୍ୟ) ବ୍ୟବହାର…