ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଝାଡ଼ଖଣ୍ଡ ୬୯ ରନରେ ହରିୟାଣାକୁ ପରାସ୍ତ କରି ପ୍ରଥମ ଥର...