ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ସ୍ମୋକ୍ ଆର୍ଟିଷ୍ଟ ଦୀପକ କୁମାର, କହିଲେ ମୁଁ ଏହି… କଟକ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍ହାଉସ୍କୁ ବୃହତ, ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନରେ କମଲା ହାରିସ୍ଙ୍କୁ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ତେବେ ଏହି ନିର୍ବାଚନରେ ଟ୍ରମ୍ପ ୨୭୭ ଖଣ୍ଡ ଭୋଟ୍...