IPL 2025 ମଧ୍ୟରେ ସେଣ୍ଟ୍ରାଲ୍ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ ବିଭକ୍ତ କରିଛି। ଗ୍ରେଡ ଏରେ ସ୍ମୃତି ମନ୍ଧାନା ଏବଂ ହରମନପ୍ରୀତ କୌରଙ୍କ ସମେତ ୩…