Tag Archives: Smriti Mandhana

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଚଳିତ 2026 ମହିଳା ଏସିଆ କପ ସମୟରେ ଏହି ସଫଳତା…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଶେଫାଳୀ ବର୍ମା ୬୪ ରନ୍‌ର ଦମଦାର ଇନିଂସ…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ, ସେ ବୁଧବାର ୭୪ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ନେଦରଲ୍ୟାଣ୍ଡ ବିପକ୍ଷରେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ଉଭୟଙ୍କ ପରିବାର ପକ୍ଷରୁ କିଛି କୁହାଯାଇ ନାହିଁି।…

ସ୍ମୃତି ମନ୍ଧାନାଙ୍କୁ ଠକେଇ ଅଭିଯୋଗ ପରେ, ପଲାଶ ମୁଛଲ ପଠାଇଲେ ୧୦ କୋଟି ଟଙ୍କାର ମାନହାନି ନୋଟିସ

ନୂଆଦିଲୀ,୨୫।୧: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନାଙ୍କ ସହିତ ତାଙ୍କ ବିବାହ ଭାଙ୍ଗିବା ପରେ, ଗାୟକ ପଲାଶ ମୁଛଲଙ୍କ ଉପରେ ସାଙ୍ଗଲିର ଜଣେ ପ୍ରଯୋଜକ ବିଦନୟାନ ମାନେ ଏକ ବିବାହ ଉତ୍ସବରେ ଅନ୍ୟ ଜଣେ ମହିଳାଙ୍କ ସହିତ ବିଛଣାରେ ଧରାପଡ଼ିଥିବାର ଅଭିଯୋଗ…

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍ (ଟେଷ୍ଟ, ଦିନିକିଆ ଓ ଟି-୨୦) ମିଶାଇ ୧୦,୦୦୦ ରନ୍ ପୂରଣ କରିଛନ୍ତି।…

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ ଫେରିଛନ୍ତି। ନିକଟରେ ସଂଗୀତ ନିର୍ଦ୍ଦେଶକ ପଲାଶ ମୁଚ୍ଛଲଙ୍କ ସହ ତାଙ୍କର ବିବାହ ଭାଙ୍ଗିଯିବା ନେଇ…

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ କରିଛନ୍ତି। ଏହା ପରେ ସେମାନେ ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ ମଧ୍ୟ କରିଛନ୍ତି। ସ୍ମୃତି କହିଛନ୍ତି,…

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ ଧରି ଚର୍ଚ୍ଚାରେ ଥିଲା। କିନ୍ତୁ ଆଜି ସ୍ମୃତି ନିଜେ ଏକ ପୋଷ୍ଟ ମାଧ୍ୟମରେ ବ୍ରେକଅପ…

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଗତ କିଛି ସପ୍ତାହ ଧରି ସୋସିଆଲ ମିଡିଆରେ ତାଙ୍କ ବିବାହ…

Smriti Mandhana Wedding: ଡିସେମ୍ବର ୭ରେ ହେବ ସ୍ମୃତି-ପଲାଶଙ୍କ ବିବାହ? ସତ ବଖାଣିଲେ କ୍ରିକେଟରଙ୍କ ଭାଇ

ନୂଆଦିଲ୍ଲୀ,୩।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ନଆ ବିବାହ ତାରିଖକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସ୍ମୃତି ମନ୍ଧାନାଙ୍କ ପିତାଙ୍କ ହୃଦଘାତ ଯୋଗୁ ନଭେମ୍ବର ୨୩, ୨୦୨୫ରେ ସେମାନଙ୍କର…

ବିବାହ ପୂର୍ବର ସବୁ ପୋଷ୍ଟଗୁଡ଼ିକ ଡିଲିଟ କଲେ ସ୍ମୃତି ମନ୍ଧାନା! ଇନଷ୍ଟାଗ୍ରାମରେ ମୁଛଲଙ୍କୁ କଲେ କି ଅନଫଲୋ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୧୧: ସ୍ମୃତି ମନ୍ଧାନାଙ୍କ ବିବାହ ପୂର୍ବରୁ ପୋଷ୍ଟଗୁଡ଼ିକ ଇନଷ୍ଟାଗ୍ରାମରୁ ଗାଏବ ହୋଇଯିବା ପରେ ପ୍ରଶଂସକମାନେ କ୍ରୋଧିତ ହୋଇଥିଲେ, ଯାହା ଫଳରେ କ୍ରିକେଟର ଏବଂ ତାଙ୍କ ମଙ୍ଗେତର, ସଂଗୀତକାର ପଲାଶ ମୁଛଲଙ୍କ ମଧ୍ୟରେ ଫାଟ ସୃଷ୍ଟି ହେବାର ଗୁଜବ ସୃଷ୍ଟି ହୋଇଥିଲା। କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri