ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି… ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ…