ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ…… ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ ବାହାରି ସୁରକ୍ଷିତ ସ୍ଥାନକୁ ଚାଲି ଆସୁଛନ୍ତି। ଏହି ସମୟରେ ଲୋକଙ୍କୁ ଦଂଶନ କରୁଛନ୍ତି।…