ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ ଜ୍ଞାନ ଦେବା ଓ ସେମାନଙ୍କୁ ସାମାଜିକ ଶୃଙ୍ଖଳାର ପାଠ ପଢ଼ାଇବା। ଏଭଳି ଜଣେ…