‘VVIPଙ୍କ ଗସ୍ତ ସୂଚନା ଲିକ୍ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’ ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି।…