ଭାରତର ବଡ଼ ଆକ୍ସନ: ପାକିସ୍ତାନ ସୂଚନା ମନ୍ତ୍ରୀଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ୟାନ୍ ଶ୍ରୀନଗର/ଇସଲାମାବାଦ୍,୩।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଆତାଉଲ୍ଲାହ ତରାରଙ୍କ ଏକ୍ସ ଆକାଉଣ୍ଟ ଭାରତରେ ବ୍ୟାନ୍ କରାଯାଇଛି। ଏକ୍ସ ପ୍ରୋଫାଇଲଲ୍ରୁ ତରାରଙ୍କ...