ଶ୍ରୀନଗର/ଇସଲାମାବାଦ୍,୩।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଆତାଉଲ୍ଲାହ…