ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, ନୂତନ ନୀତିରେ ଇନଷ୍ଟାଗ୍ରାମ, ହ୍ୱାଟସଆପ୍, ୟୁଟ୍ୟୁବ୍ ଏବଂ ଲିଙ୍କଡିନ୍ ଭଳି ପ୍ଲାଟଫର୍ମ...


