କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ
କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ସ୍ନାପ୍ଚାଟ୍ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ ବିଭାଗ…


