Tag Archives: sofia firdos

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି। ସୋସିଆଲ ମିଡିଆରୁ…

ବଡ଼ ସୂଚନା ଦେଲେ ମୋକିମ୍, ନୂଆ ଦଳର ନାଁ କଲେ ଘୋଷଣା!

କଟକ,୨୭।୧: ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ବଡ଼ ସୂଚନା ଦେଇଛନ୍ତି । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା…

ମୋକିମଙ୍କ କାର୍ଯ୍ୟକ୍ରମରେ ଯୋଗଦେଲେ ଅନୁଭବ ମହାନ୍ତି, ପ୍ରଶଂସା କରି କହିଲେ…

କଟକ,୧୫।୧: ମୋକିମ ଫାଉଣ୍ଡେସନ୍ ପକ୍ଷରୁ ଚାଲିଥିବା ସ୍ପୋର୍ଟ୍ସ କାର୍ଣ୍ଣିନିଭାଲର ଉଦଯାପନୀ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ସୁପରଷ୍ଟାର ତଥା ବିଜେପି ନେତା ଅନୁଭବ ମହାନ୍ତି । ସର୍ବଦା ସେ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ବର୍ତ୍ତମାନ ସେ…

ରାହୁଲଙ୍କୁ ସୋଫିଆ କହିଲେ ସିକ୍ରେଟ ପ୍ଲାନ, ଏବେ…

ଭୁବନେଶ୍ୱର, ୧୧।୭: ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆଜି ଭୁବନେଶ୍ୱରର ବରମୁଣ୍ଡା ମୈଦାନରେ ଆୟୋଜିତ ସମ୍ବିଧାନ ବଞ୍ଚାଓ ସମାବେଶରେ ଯୋଗ ଦେଇଥିଲେ। ଏହି ସମାବେଶରେ କଂଗ୍ରେସର ବରିଷ୍ଠ ନେତା ତଥା ଓ ପ୍ରଦେଶ କଂଗ୍ରେସ କମିଟିର ବିଧାୟିକା…

ସୋଫିଆ ଫିର୍ଦ୍ଦୋସଙ୍କୁ ମିଳିବ ବଡ଼ ଦାୟିତ୍ଵ! କଂଗ୍ରେସର ବଡ଼ ପ୍ଲାନ୍

ଭୁବନେଶ୍ୱର, ୧୮/୫: କଂଗ୍ରେସ ନେତ୍ରୀ ସୋଫିଆ ଫିର୍ଦ୍ଦୋସଙ୍କୁ ମିଳିପାରେ ବଡ଼ ଦାୟିତ୍ଵ। ଏନେଇ କଂଗ୍ରେସର ରହିଛି ବଡ଼ ପ୍ଲାନ୍। କଟକ-ବାରବାଟୀ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟିକା ତଥା ଓଡ଼ିଶାର ପ୍ରଥମ ମୁସଲିମ ମହିଳା ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ଓଡ଼ିଶା ପ୍ରଦେଶ ମହିଳା…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ

କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍‌ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…

ମାଲ୍‌ ପରିବହନ ଗାଡ଼ିରେ ଜିପିଏସ୍‌ ଲାଗୁ ପାଇଁ ଦାବି କଲେ ସୋଫିଆ

କଟକ,୨୦ା୧୦: ମାଲ୍‌ ପରିବହନକାରୀ ଗାଡ଼ିରେ ଜିପିଏସ୍‌ ଲାଗୁ କରିବାକୁ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ଦାବି କରିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଆୟୋଜିତ ସମୀକ୍ଷା ବୈଠକରେ ସୋଫିଆ  ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଡିପ୍‌ରୁ ଡିଲର ପଏଣ୍ଟ ଯାଏ…

ଲୋକମାନେ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ, ଅଭିଯୋଗ ଆସିଲେ…

କଟକ,୪ା୯: କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ବୁଧବାର ବିଧାନସଭା ଅଧିବେଶନ ସରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସାମ୍ନାରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ଅଭିଯୋଗ ଆସିଲେ, ଲୋକେ ହଇରାଣ ହେଲେ ମୁଁ ସବୁ ଅଫିସରେ…

ସୋଫିଆଙ୍କ ବିରୋଧରେ ତେଜିଲା ସ୍ବର; ଦେଶ ବିରୋଧୀ ସ୍ଲୋଗାନ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କଲେ ଭାଜପା ଯୁବମୋର୍ଚ୍ଚା, ହିନ୍ଦୁସେନା

କଟକ, ୧୦ା୬(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଭାଜପା ଯୁବମୋର୍ଚ୍ଚା କଟକନଗର ପକ୍ଷରୁ ସ୍ବର ଉତ୍ତୋଳନ କରାଯାଇଛି। ଏଥିସହ ସୋଫିଆଙ୍କ ବିରୋଧରେ ଲାଲବାଗ ଥାନାରେ ଲିଖିତ ଅଭିଯୋଗପତ୍ର ଦିଆଯାଇଛି। ସେଥିରେ ଦର୍ଶାଯାଇଛି, କଟକ ମହାନଗର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri