୮୦ ମିନିଟ ପର୍ଯ୍ୟନ୍ତ କାର ଉପରେ ଟର୍ଚ୍ଚ ଲାଇଟ ଜଳାଇ ଚିତ୍କାର କରୁଥିଲେ ସଫ୍ଟୱେର୍ ଇଞ୍ଜିନିୟର, ହେଲେ ନାଚାର ଥିଲେ ପିତା ନୋଏଡା,୧୮।୧: ନୋଏଡାର ସେକ୍ଟର ୧୫୦ ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୨୭ ବର୍ଷୀୟ ସଫ୍ଟୱେର୍ ଇଞ୍ଜିନିୟର ଯୁବରାଜ ମେହେଟ୍ଟାଙ୍କ ମୃତ୍ୟୁ ଘଟିଛି। ଘନ କୁହୁଡ଼ି ଯୋଗୁ ତାଙ୍କ କାର ନିର୍ମାଣାଧୀନ ଏକ ମଲର ପାଣିରେ ବୁଡ଼ି ରହିଥିବା ବେସମେଣ୍ଟରେ ପଡ଼ିଗଲା।...