ନଏଡ଼ା ସିଇଓ ବହିଷ୍କୃତ
ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା ଅଥରିଟିର ସିଇଓ ଏମ୍. ଲୋକେଶଙ୍କୁ ତାଙ୍କ ପଦବୀରୁ ବହିଷ୍କାର କରାଯାଇଛି। ଇଞ୍ଜିନିୟରଙ୍କ ମୃତ୍ୟୁକୁ...


