ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍ ଏକ ମାସ ପରେ ଏକ ସାଂଘାତିକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ପତ୍ନୀ ଥାନାରେ ଏତଲା…

