ଜମୁଛି ବାଲିଯାତ୍ରା: ଶୀତୁଆ ସନ୍ଧ୍ୟାରେ ମତୁଆଲା କଲା ସୁରେଶ, ସୋହିନୀଙ୍କ ଗୀତ କଟକ, ୨୨ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ସପ୍ତମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ବଲିଉଡ୍ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୁରେଶ ୱାଡେକର ମନଛୁଅଁା ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ବିଭିନ୍ନ...