ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ ଥିବା ପନାସ ଆପାର୍ଟମେଣ୍ଟର ୧୭ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି…